ମୋହନ ନାଏକ

ମୋହନ ନାଏକ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୨
ନିର୍ବାଚନ ମଣ୍ଡଳୀଦିଗପହଣ୍ଡି
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀହରିହର ଦାସ
ନିର୍ବାଚନ ମଣ୍ଡଳୀଆସିକା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ କମ୍ୟୁନିଷ୍ଟ ପାର୍ଟି
ଜୀବନ ସାଥୀକିଶୋରୀ ନାଏକ
ବାପା/ବୋଉଚକୋ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ମୋହନ ନାଏକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଦିଗପହଣ୍ଡିଆସିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ ପରିବାର ଓ ଶିକ୍ଷା

ମୋହନଙ୍କ ବାପାଙ୍କ ନାମ ଚକୋ ନାଏକ ଓ ପତ୍ନୀଙ୍କ ନାମ କିଶୋରୀ ନାଏକ ।[]

ରାଜନୈତିକ ଜୀବନ

ମୋହନ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଓ ପରେ ଭାରତୀୟ ଜାତୀୟ କଂଗ୍ରେସର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[]

ମୃତ୍ୟୁ

ମୋହନ ୧୯୭୯ ମସିହାରେ ମୃତ୍ୟୁବରଣ କରିଥିଲେ ।[]

ଆଧାର

  1. ୧.୦ ୧.୧ ୧.୨ "Shri Mohan Naik". odishaassembly.nic.in. Odisha Assembly. Retrieved 28 December 2020.
Prefix: a b c d e f g h i j k l m n o p q r s t u v w x y z 0 1 2 3 4 5 6 7 8 9

Portal di Ensiklopedia Dunia

Kembali kehalaman sebelumnya