ଅ ଆ ହର୍ଷେଇ
ଅ ଆ ହର୍ଷେଇ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।[୧][୨]ଏହି କଥାଚିତ୍ରଟି ଉଭୟ ବଙ୍ଗଳା ଏବଂ ଓଡ଼ିଆ ଭାଷାରେ ମୁକ୍ତିଲାଭ କରିଥିଲା ।[୩] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲ କୃଷ୍ଣଚନ୍ଦ୍ର ମଲ୍ଲିକ । କୁମାର ଚିନ୍ମୟ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ନିର୍ମଳ ନାୟକ ଏହି କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ଏନ୍ ପାଢ଼ୀ ଏହି କଥାଚିତ୍ରଟି ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୪] ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କିରଥିଲେ ଅର୍ଦ୍ଧେନ୍ଦୁ ।[୫] ବବ୍ଲି ଏବଂ ଶ୍ରୀଜଳା, ଦୁଇଜଣ ନାୟିକା ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ । ପ୍ରୀତିରାଜ ଶତପଥୀ, ଅଶ୍ରୁମୋଚନ ମହାନ୍ତି, ଜୀବନ ପଣ୍ଡା, ମୌସୁମୀ ଶାହା, ଶୁଭ, ପ୍ରିୟଙ୍କା, ରୋହନ ଭଟ୍ଟାଚାର୍ଯ୍ୟ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଅଭିନୟରେ
ଗୀତ ଓ ସଙ୍ଗୀତଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଜ୍ଞାନ ଏବଂ ବିଭୂତି । କୁମାର ବାପି, ପମି, ଶୈଳଭାମା, ଅରବିନ୍ଦ, ଜୟା ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିର ଗୀତଗୁଡ଼ିକ ଗାଇଥିଲେ । ଗୀତ
ଆଧାର
ବାହାର ଆଧାର
|
Portal di Ensiklopedia Dunia