ଅନୁଗୋଳ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଅନୁଗୋଳ (କ୍ରମିକ ସଂଖ୍ୟା: ୬୧) ଅନୁଗୋଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଅନୁଗୋଳ (ପୌ), ନାଲକୋନଗର, ଅନୁଗୋଳ ବ୍ଳକର କିଛି ଅଞ୍ଚଳ ଓ ବଅଁରପାଳ ବ୍ଳକର କିଛି ଅଞ୍ଚଳ ।[୨][୩] ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଜନୀକାନ୍ତ ସିଂହ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ୮୮୨୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୪] ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଜନୀକାନ୍ତ ସିଂହ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ୨୦୩୪୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ।[୫] ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଜନୀ କାନ୍ତ ସିଂହ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସଂଗ୍ରାମ କେଶରୀ ମିଶ୍ରଙ୍କଠାରୁ ୨୦,୪୬୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୬] ୨୦୦୯ ନିର୍ବାଚନ ଫଳାଫଳ
*: ମୋଟ ବୈଧ ଭୋଟର ଶତକଡ଼ା ଭାଗ ନିର୍ବାଚିତ ବିଧାୟକଗଣ୧୯୫୧ରୁ ୨୦୧୯ ମଧ୍ୟରେ ମୋଟ ୧୬ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୮][୯][୫]
ଆଧାର
|
Portal di Ensiklopedia Dunia