ଆସିକା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଆସିକା (କ୍ରମିକ ସଂଖ୍ୟା: ୧୨୮) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଆସିକା (ବି), ଆସିକା ବ୍ଳକ ଓ କବିସୂର୍ଯ୍ୟ ନଗର ବ୍ଳକର କିଛି ଅଂଶ ।[୧][୨] ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ମଞ୍ଜୁଳା ସ୍ୱାଇଁ ବିଜେପି ପ୍ରାର୍ଥୀ ଦେବରାଜ ମହାନ୍ତିଙ୍କଠାରୁ ୨୭,୨୩୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୩] ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବରାଜ ମହାନ୍ତି ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସରୋଜ କୁମାର ପାଣ୍ଡେଙ୍କଠାରୁ ୨୩୪୯୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୪] ନିର୍ବାଚିତ ବିଧାୟକଗଣ୧୯୫୧ରୁ ୨୦୧୯ ମଧ୍ୟରେ ମୋଟ ୧୬ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ:[୫]
୨୦୦୯ ନିର୍ବାଚନ ଫଳାଫଳଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବରାଜ ମହାନ୍ତି, ସ୍ୱାଧୀନ ପ୍ରାର୍ଥୀ ସରୋଜ କୁମାର ପାଢ଼ୀଙ୍କଠାରୁ ୨୯,୯୮୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୬]
*: ମୋଟ ବୈଧ ଭୋଟର ଶତକଡ଼ା ଭାଗ ଆଧାର
|
Portal di Ensiklopedia Dunia