ଉମରକୋଟ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଉମରକୋଟ (କ୍ରମିକ ସଂଖ୍ୟା: ୭୩) ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଉମରକୋଟ (ବି), ରାଇଘର ବ୍ଳକ ଓ ଉମରକୋଟ ବ୍ଳକର କିଛି ଅଞ୍ଚଳ ।[୨][୩] ଗତ ୨୦୧୯ ନିର୍ବାଚନରେ ବିଜେପି ପ୍ରାର୍ଥୀ ନିତ୍ୟାନନ୍ଦ ଗଣ୍ଡ, ବିଜୁ ଜନତା ଦଳ ପ୍ରାର୍ଥୀ ସୁବାସ ଗଣ୍ଡଙ୍କଠାରୁ ୯୯୨୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି ।[୪] ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୁବାସ ଗଣ୍ଡ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଯତିନ୍ଦ୍ରନାଥ ଗଣ୍ଡଙ୍କଠାରୁ ୧୦୫୨୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି ।[୫] ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଜଗବନ୍ଧୁ ମାଝି, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଧର୍ମୁ ଗଣ୍ଡଙ୍କଠାରୁ ୧୪,୧୭୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୬] ନିର୍ବାଚିତ ବିଧାୟକଗଣ୧୯୫୭ରୁ ୨୦୧୯ ମଧ୍ୟରେ ମୋଟ ୧୬ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୫]
୨୦୦୯ ନିର୍ବାଚନ ଫଳାଫଳ
*: ମୋଟ ବୈଧ ଭୋଟର ଶତକଡ଼ା ଭାଗ ଆଧାର
|
Portal di Ensiklopedia Dunia