ଏମ୍‍. ଆରାବଲୁ ଆପଲାସ୍ୱାମୀ ନାଇଡ଼ୁ

ଏମ୍‍. ଆରାବଲୁ ଆପଲାସ୍ୱାମୀ ନାଇଡ଼ୁ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀକୋରାପୁଟ (ମନୋନୀତ)
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ଏମ୍‍. ଆରାବଲୁ ଆପଲାସ୍ୱାମୀ ନାଇଡ଼ୁ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୩୬ ମସିହାରେ ଗଠିତ ହୋଇଥିବା ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ସେ ମନୋନୀତ ହୋଇଥିଲେ ।[][]

ରାଜନୈତିକ ଜୀବନ

ଏମ୍‍. ଆରାବଲୁ ଆପଲାସ୍ୱାମୀ ନାଇଡ଼ୁ ଜଣେ ମନୋନୀତ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[]

ଆଧାର

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୮. ISBN 978-81-89436-54-4. Retrieved 16 November 2023.{{cite book}}: CS1 maint: unrecognized language (link)
  2. ୨.୦ ୨.୧ "Shri M.R.Ry. Arabolu Appalaswami Naidu". odishaassembly.nic.in. Odisha Assembly. Retrieved 16 November 2023.
Prefix: a b c d e f g h i j k l m n o p q r s t u v w x y z 0 1 2 3 4 5 6 7 8 9

Portal di Ensiklopedia Dunia

Kembali kehalaman sebelumnya