କଣ୍ଟାବାଞ୍ଜି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
କଣ୍ଟାବାଞ୍ଜି (କ୍ରମିକ ସଂଖ୍ୟା: ୭୦) ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: କଣ୍ଟାବାଞ୍ଜି ବ୍ଳକ, ତୁରକେଲା ବ୍ଳକ, ବଙ୍ଗୋମୁଣ୍ଡା ବ୍ଳକ ଓ ମୁରିବାହାଲ ବ୍ଳକ ।[୨][୩]
୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଆୟୁବ ଖାଁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜାଙ୍କଠାରୁ ୩୮୬୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫] ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂହ ସାଲୁଜା, ବିଜୁ ଜନତା ଦଳ ପ୍ରାର୍ଥୀ ହାଜି ମହମ୍ମଦ ଆୟୁବ ଖାଁଙ୍କଠାରୁ ୫,୩୦୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୬] ନିର୍ବାଚିତ ବିଧାୟକଗଣ୧୯୬୧ରୁ ୨୦୨୪ ମଧ୍ୟରେ ମୋଟ ୧୫ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୫]
୨୦୦୯ ନିର୍ବାଚନ ଫଳାଫଳ
*: ମୋଟ ବୈଧ ଭୋଟର ଶତକଡ଼ା ଭାଗ
ଆଧାର
|
Portal di Ensiklopedia Dunia