ନିଆଳି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ନିଆଳି (କ୍ରମିକ ସଂଖ୍ୟା: ୯୨) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ନିଆଳି ବ୍ଳକ, କଣ୍ଟାପଡ଼ା ବ୍ଳକ ଓ ବାରଙ୍ଗ ବ୍ଳକର କିଛି ଅଂଶ ।[୧][୨] ଗତ ୨୦୨୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଛବି ମଲ୍ଲିକ, ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରମୋଦ ମଲ୍ଲିକଙ୍କଠାରୁ ମାତ୍ର ୧,୪୫୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି। ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରମୋଦ କୁମାର ମଲ୍ଲିକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଛବି ମଲ୍ଲିକଙ୍କଠାରୁ ୨୫୮୦୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୩] ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରମୋଦ କୁମାର ମଲ୍ଲିକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଆର୍ତ୍ତତ୍ରାଣ ମଲ୍ଲିକଙ୍କଠାରୁ ୫୦,୬୫୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୪] ୨୦୦୯ ନିର୍ବାଚନ ଫଳାଫଳ
*: ମୋଟ ବୈଧ ଭୋଟର ଶତକଡ଼ା ଭାଗ ନିର୍ବାଚିତ ବିଧାୟକଗଣ୨୦୦୯ରେ ନବଗଠିତ[୬] ଏହି ନିର୍ବାଚନ ମଣ୍ଡଳୀରେ କେବଳ ୪ଥର ନିର୍ବାଚନ ଅନୁଷ୍ଠିତ ହୋଇଛି ।[୩]
ଆଧାର
|
Portal di Ensiklopedia Dunia