ପାରିକରିବେ ଭୋଳାଶଙ୍କର ୨
ପାରିକରିବେ ଭୋଳାଶଙ୍କର ୨, ୨୦୨୩ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନିଲ କୁମାର ପଟ୍ଟନାୟକ ଓ ମୃତ୍ୟୁଞ୍ଜୟ ସାହୁ । ପ୍ରିୟବ୍ରତ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ମୃତ୍ୟୁଞ୍ଜୟ ସାହୁ ।[୧] ସଙ୍ଗୀତକାର ପ୍ରଶାନ୍ତ ପାଢ଼ୀ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ରାକେଶ ଦେଓ ଓ ଲିପିକା ସେନାପତି ।[୨] ପ୍ରଦ୍ୟୁମ୍ନ ଲେଙ୍କା, କେଦାର ମିଶ୍ର, ସୋମୁ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।[୧] ଏହି କଥାଚିତ୍ରଟି ୨୦୨୩ ମସିହାର ଅପ୍ରେଲ ୯ ତାରିଖରେ ଜୀ ସାର୍ଥକରେ ମୁକ୍ତିଲାଭ କରିଥିଲା ।[୧] ଅଭିନୟ
କାହାଣୀଗୀତ ଏବଂ ସଙ୍ଗୀତଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରଶାନ୍ତ ପାଢ଼ୀ ।[୧] ଗୀତିକାର ନିର୍ମଳ ନାୟକ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଅନ୍ତରା ଚକ୍ରବର୍ତ୍ତୀ, ସ୍ୱୟମ ପାଢ଼ୀ, ସତ୍ୟଜିତ ପ୍ରଧାନ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।[୨] ଗୀତ
ଆଧାରବାହାର ଆଧାର
|
Portal di Ensiklopedia Dunia